ପ୍ଲାଷ୍ଟିକ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ : ଜୀବନ୍ତ ଜଳିଗଲେ ୨, ଅନେକ ଆହତ ଦେଶ-ବିଦେଶ ପ୍ଲାଷ୍ଟିକ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ : ଜୀବନ୍ତ ଜଳିଗଲେ ୨, ଅନେକ ଆହତ November 1, 2022 ନୂଆଦିଲ୍ଲୀ : ଜାତୀୟ ରାଜଧାନୀ ନରେଲା ସ୍ଥିତ ଏକ ପ୍ଲାଷ୍ଟିକ କାରଖାନାରେ ମଙ୍ଗଳବାର ସକାଳେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସକାଳ... Read More