ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ସମ୍ପର୍କିତ ବୈଠକ ବାଲେଶ୍ୱର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ସମ୍ପର୍କିତ ବୈଠକ October 31, 2021 ବାଲେଶ୍ୱର : ବାଲେଶ୍ୱର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ... Read More