ନିଖୋଜ ଶିଶୁକନ୍ୟାର ମୃତଦେହ ଉଦ୍ଧାର : ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ ଅପରାଧ କେନ୍ଦୁଝର ନିଖୋଜ ଶିଶୁକନ୍ୟାର ମୃତଦେହ ଉଦ୍ଧାର : ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ October 24, 2021 କେନ୍ଦୁଝର : କେନ୍ଦୁଝରରେ ଏକ ନିଖୋଜ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ କେହି ଦୁର୍ବୃତ ତାକୁ ହତ୍ୟା କରି ଛାଡି ଚାଲିଯାଇଥିବା ସନ୍ଦେହ କରାଯାଉଛି । କେନ୍ଦୁଝର ସଦର ଥାନା... Read More