ମହିଳା ବିଶ୍ୱ ବକ୍ସିଂ ଚାମ୍ପିଅନସିପ୍: ଭାରତ ପାଇଁ ପ୍ରଥମ ପଦକ ନିଶ୍ଚିତ କଲେ ନିତୁ ଖେଳ ମହିଳା ବିଶ୍ୱ ବକ୍ସିଂ ଚାମ୍ପିଅନସିପ୍: ଭାରତ ପାଇଁ ପ୍ରଥମ ପଦକ ନିଶ୍ଚିତ କଲେ ନିତୁ March 22, 2023 ନୂଆଦିଲ୍ଲୀ: ମହିଳା ବିଶ୍ୱ ବକ୍ସିଂ ଚାମ୍ପିଅନସିପରେ ଭାରତର ନିତୁ ଘନଘସ ଭାରତ ପାଇଁ ପ୍ରଥମ ପଦକ ନିଶ୍ଚିତ କରିଛନ୍ତି। ଦିଲ୍ଲୀରେ ଚାଲିଥିବା ଏହି ଟୁର୍ଣ୍ଣାମେଣ୍ଟରେ ବୁଧବାର ଜାପାନର ମାଡୋକା ୱାଡାକୁ ପରାସ୍ତ କରି ୪୮... Read More