ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା ନୂଆ ଏସଓପି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା ନୂଆ ଏସଓପି October 17, 2021 ପୁରୀ : ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଉଦ୍ଦେଶ୍ୟରେ ପରିବର୍ତ୍ତିତ ଏସ୍ଓପି ଜାରି କରିଛି ମନ୍ଦିର ପ୍ରଶାସନ। ଏହି ଏସଓପି ଆଜିଠାରୁ ଆଗାମୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ବଳବତ୍ତର... Read More