ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରତିବାଦରେ ନୀଳଗିରି ବ୍ଲକ ସମ୍ମୁଖରେ ବିଜେପିର ବିକ୍ଷୋଭ ବାଲେଶ୍ୱର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରତିବାଦରେ ନୀଳଗିରି ବ୍ଲକ ସମ୍ମୁଖରେ ବିଜେପିର ବିକ୍ଷୋଭ July 9, 2021 ନୀଳଗିରି : ନୀଳଗିରି ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଏବଂ ଦୁର୍ନୀତି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନ ୧୦ ଘଟିକାରେ ନୀଳଗିରି ବ୍ଲକ ବିଜେପି ସଂଗଠନ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ... Read More