ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା ରାଜ୍ୟ ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା October 22, 2022 ଭୁବନେଶ୍ୱର: ଆସନ୍ତା ୨୫ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ ଅକ୍ଟୋବର ୨୫ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ... Read More