OTET Test Results Released

ଭୁବନେଶ୍ୱର : ବୋର୍ଡ ଅଫ ସେକେଣ୍ଡାରୀ ଏକଜୁକେସନ୍ ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡ ନିଜସ୍ୱ ୱେବସାଇଟରେ ଏହି ପରୀକ୍ଷା ଫଳ ଉପଲବ୍ଧ ରହିଛି।... Read More

Categories