ରଥ ଟଣା ନେଇ ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ ପୁରୀ ରଥ ଟଣା ନେଇ ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ June 18, 2023 ପୁରୀ : ଆଉ ଦିନକ ପରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କିଭଳି ଶୃଙ୍ଖଳିତ ଭାବେ ଟଣାଯିବ ରଥ ସେନେଇ ଚାଲିଛି ମକଡ୍ରିଲ୍। ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ରଥ ଟଣା ମକଡ୍ରିଲ... Read More