ଆଜିଠୁ ପିତୃପକ୍ଷ ଆରମ୍ଭ, ପୁରୀର ପିତୃ ପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ ପୁରୀ ଆଜିଠୁ ପିତୃପକ୍ଷ ଆରମ୍ଭ, ପୁରୀର ପିତୃ ପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ September 30, 2023 ପୁରୀ : ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁରପାର୍ଶରେ ଓ ସମୁଦ୍ର... Read More