ପିପିଲି ଉପ ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟ ଗାଡି ଶୁଭାରମ୍ଭ ପୁରୀ ପିପିଲି ଉପ ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟ ଗାଡି ଶୁଭାରମ୍ଭ September 24, 2021 ପୁରୀ : ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ପିପିଲି ବିଧାନସଭା ଉପ ନିର୍ବାଚନ ନିମନ୍ତେ ୮୦ ବର୍ଷ ବୟସରୁ ଉର୍ଦ୍ଦ୍ୱ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଭୋଟର ମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି... Read More