ମୌସୁମୀ ସକ୍ରିୟ : ୯ ଜିଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ରାଜ୍ୟ ମୌସୁମୀ ସକ୍ରିୟ : ୯ ଜିଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି October 2, 2021 ଭୁବନେଶ୍ୱର : ରାଜ୍ୟରେ ଯୋଗୁଁ ବିଭିନ୍ନ ଜିଲ୍ଲାରେ ଅଳ୍ପ ବହୁତ ବର୍ଷା ଜାରି ରହିବ। ବିଶେଷ କରି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି । ଏହି ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟା ୬ଟା... Read More