ଓଡ଼ିଶାରୁ ମୌସୁମୀର ପ୍ରତ୍ୟାବର୍ତ୍ତନ : ପାଣିପାଗ କେନ୍ଦ୍ର ରାଜ୍ୟ ଓଡ଼ିଶାରୁ ମୌସୁମୀର ପ୍ରତ୍ୟାବର୍ତ୍ତନ : ପାଣିପାଗ କେନ୍ଦ୍ର October 11, 2021 ଭୁବନେଶ୍ୱର : ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଏବେ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରିଯାଇଛି... Read More