SBI opened an ATM on a Houseboat

ଶ୍ରୀନଗର : ଶ୍ରୀନଗରସ୍ଥିତ ଡାଲ ହ୍ରଦରେ ଭାସମାନ ଏଟିଏମ ବ୍ୟବସ୍ଥାର ଶୁଭାରମ୍ଭ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ)। ଏସବିଆଇ ଅଧ୍ୟକ୍ଷ ଦିନେଶ କୁମାର ଖାରା ଉକ୍ତ ଏଟିଏମ ଉଦଘାଟନ କରିଛନ୍ତି।... Read More

Categories