ନୂଆଦିଲ୍ଲୀ : ଆଜି ଠାରୁ ଆରମ୍ଭ ହେବ ଭାରତ-ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜ । ଉଭୟଙ୍କ ମଧ୍ୟରେ ୩ଟି ଲେଖାଏଁ ଦିନିକିଆ ଏବଂ ଟି-୨୦ ମ୍ୟାଚ୍ ଖେଳାଯିବ। ପ୍ରଥମେ ଉଭୟ ଦଳ ଦିନିକିଆ ସିରିଜ୍ ପାଇଁ... Read More
Schedule
ଭୁବନେଶ୍ୱର : ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତିଙ୍କ... Read More
ନଭେମ୍ବର ୧୦ରେ ପ୍ରକାଶ ପାଇବ ବିଜ୍ଞପ୍ତି ଭୁବନେଶ୍ୱର : ପଦ୍ମପୁର ବିଧାନସଭା ଉପ-ନିର୍ବାଚନ ପାଇଁ ବାଜିଲା ବିଗୁଲ । ପଦ୍ମପୁର ଉପ-ନିର୍ବାଚନ ଲାଗି ଭୋଟ୍ ଗ୍ରହଣର ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନର... Read More
ବାରିପଦା : ଜିଲାପାଳ ଓ ଜିଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ନଭେମ୍ବର -୨୦୨୨ ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ... Read More
ସ୍ପେନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ ନୂଆଦିଲ୍ଲୀ: ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ୨୦୨୩ ପୁରୁଷ ହକି ବିଶ୍ୱକପ ପାଇଁ ଆଜି ମ୍ୟାଚ୍ସୂଚୀ ପ୍ରକାଶ ପାଇଛି। ଆୟୋଜକ ଭାରତ ପ୍ରଥମ... Read More
ଭୁବନେଶ୍ୱର : ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ବି ସାମିଲ ହେବେ । ଶାହଙ୍କ... Read More
ନୂଆଦିଲ୍ଲୀ : ଚଳିତମାସ ଶେଷରେ ଏସିଆ କପ- ୨୦୨୨ ଖେଳାଯିବା ପାଇଁ ବିସିସିଆଇ ସଚିବ ଜୟ ଶାହା ଖେଳସୂଚୀ ତାଲିକା ଘୋଷଣା କରିଛନ୍ତି । ତେବେ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ଅଗଷ୍ଟ... Read More
