ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପାଇବେ ଧର୍ମପଦ ପୁରସ୍କାର ରାଜ୍ୟ ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପାଇବେ ଧର୍ମପଦ ପୁରସ୍କାର May 28, 2022 ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର । ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତିଙ୍କ ସମେତ... Read More