ତୃତୀୟ ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା, ଅଧା ବାଟରେ ଅଟକିଲେ ଚତୁର୍ଦ୍ଧାମୂର୍ତ୍ତି ବାଲେଶ୍ୱର ତୃତୀୟ ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା, ଅଧା ବାଟରେ ଅଟକିଲେ ଚତୁର୍ଦ୍ଧାମୂର୍ତ୍ତି July 10, 2022 ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ତୃତୀୟ ଶ୍ରୀକ୍ଷେତ୍ର ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ବାହୁଡ଼ା ଉଦ୍ଦେଶ୍ୟରେ ଶନିବାର ଗୋଟି ପହଣ୍ଡିରେ ଆସି ଚତୁର୍ଦ୍ଧାମୂର୍ତ୍ତି ରଥ ଉପରେ ଚଢ଼ି ରଥାରୂଢ଼ ହୋଇଥିଲେ । ରବିବାର ପୂର୍ବାହ୍ନରେ... Read More