କେନ୍ଦୁଝର : କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଟୋଲଗେଟ ସମ୍ମୁଖରେ ଥିବା ଟ୍ରକ୍ ଭିତରୁ ଡ୍ରାଇଭରର ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ତେବେ ଅଦ୍ୟାବଧି ମୃତକଙ୍କ ପରିଚୟ ମିଳିପାରିନାହିଁ ।
Post Views: 2,854