ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଶୁଭକାମନା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ରାଜଧାନୀ ପ୍ରତିଷ୍ଠା ଦିବସ\’ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆଜିର ଦିନରେ ରାଜଧାନୀ ତଥା ମନ୍ଦିରମାଳିନୀ ଭୁବନେଶ୍ୱରକୁ ଆହୁରି ସରସ ସୁନ୍ଦର କରିବା ପାଇଁ ଆମେ ସମସ୍ତେ ସଂକଳ୍ପ ନେବା ।
