ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଧୀନତା ସଂଗ୍ରାମୀ ଚାଖି ଖୁଂଟିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଭାରତ ମୁକ୍ତି ସଂଗ୍ରାମର ମହାନ୍ ଯୋଦ୍ଧା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଚାଖି ଖୁଂଟିଆ(ଚନ୍ଦନ ହଜୁରୀ)ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Post Views: 45,990