ନୂଆଦିଲ୍ଲୀ : କେନ୍ଦ୍ରୀୟ ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ସୋମବାର ଠାରୁ ଦୁଇ ଦିନିଆ ଅରୁଣାଚଳ ପ୍ରଦେଶ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ସେ ଅରୁଣାଚଳ ପ୍ରଦେଶର ସୀମାବର୍ତୀ ଗାଁ କିବିତୁରେ ଭାଇବ୍ରାଂଟ ଭିଲେଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।
Post Views: 55,720