ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଆବାସ ନୂଆଦିଲ୍ଳୀରେ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ଶନିବାର ଦିନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଫଟୋ ସହିତ ଏହି ସାକ୍ଷାତର ସୂଚନା ଦେଇଥିଲେ ଏବଂ କହିଥିଲେ ଯେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ।
Post Views: 54,230